ଓଡିଶା

ରାଜ୍ୟରେ ୨୪ ଘଣ୍ଟାରେ ୨୨୭୫ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟାରେ ୨୨୭୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୨୫୬୯୩୭ରେ ପହଞ୍ଚିଛି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୧୩୧୮ଜଣ କ୍ବାରେଣ୍ଟାଇନ୍‌ରୁ ଥିବା ବେଳେ ୯୫୭ଜଣ ସ୍ଥାନୀୟ ସଂକ୍ରମିତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

 

Related posts

ବଲାଙ୍ଗୀରରେ ଝାଡ଼ାବାନ୍ତି ନେଲାଣି ୩ ଜୀବନ,୫୦ରୁ ଅଧିକ ଆକ୍ରାନ୍ତ

mahabharatanews

ପ୍ରକାଶ ପାଇଲା ଯୁକ୍ତ ତିନି ନାମ ଲେଖା

mahabharatanews

ସରିଲା ରଥ ଟଣା

mahabharatanews