ଓଡିଶା

ଗତ ୨୪ ଘଣ୍ଟାରେ ୧୪୧୭ କ୍ବାରେଣ୍ଟାଇନ୍‌ରୁ, ୧୦୦୬ ସ୍ଥାନୀୟ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୬୨୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୨୫୪୬୬୨ରେ ପହଞ୍ଚିଛି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୧୪୧୭ କ୍ବାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୧୦୦୬ ସ୍ଥାନୀୟ ସଂକ୍ରମିତ । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୫୪୬୬୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୨୫୯୫୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୨୭୬୧୫ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୭୯୬୭୬୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Related posts

ତରଙ୍ଗେଲ ଗାଁରେ ୨୧ବର୍ଷ ପରେ ମେରିଆ ପର୍ବ ଅନୁଷ୍ଠିତ

mahabharatanews

ବନ୍ୟା ପ୍ରପୀଡିତଙ୍କ ପାଇଁ ୩ ଶହ କୋଟି ଟଙ୍କାର ପ୍ୟାକେଜ୍

mahabharatanews

ଆଜି ରତ୍ନବେଦୀକୁ ବିଜେ କରିବେ ତିନି ଠାକୁର

mahabharatanews