ଭାରତ

ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ଆତଙ୍କବାଦୀ ନିପାତ

(ଜମ୍ମୁ କଶ୍ମୀର) : ଆତଙ୍କବାଦୀଙ୍କ ବିରୋଧରେ ସୁରକ୍ଷା ବାହିନୀ ବଡ ସଫଳତା । କୁଲଗାମରେ ଅଞ୍ଚଳରେ ଆତଙ୍କବାଦୀ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ଏକ ଏନକାଉଣ୍ଟରରେ ଆରମ୍ଭ ହୋଇଛି। ଏହି ସମୟରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ଆତଙ୍କବାଦୀଙ୍କୁ ନିପାତ ହୋଇଛନ୍ତି । ସମଗ୍ର ଅଞ୍ଚଳରେ ସୁରକ୍ଷା ବାହିନୀ ଦ୍ୱାରାଙ୍କ ଦ୍ଵାରା ସର୍ଚ୍ଚ ଅପରେସନ ଜାରି ରହିଛି।

ସୂଚନାନୁଯାୟୀ, ନିକଟରେ ପୋଲିସ ଶୋପିଆନ୍, ଜାମ୍ମୁ କାଶ୍ମୀରରେ ଆତଙ୍କବାଦୀ କାର୍ଯ୍ୟକଳାପରେ ସମ୍ପୃକ୍ତ ଦୁଇ ଜଣଙ୍କୁ ଗିରଫ କରିଥିଲା। ପୋଲିସ ଉଭୟ ଅଭିଯୁକ୍ତଙ୍କ ନିକଟରୁ ପିସ୍ତଲ, କିଛି ବିଶେଷ ଜିନିଷ ମଧ୍ୟ ଜବତ କରିଛି। ଉଭୟଙ୍କ ବିରୋଧରେ ଏକ ମାମଲା ରୁଜୁ ହୋଇଥିଲା। କୁଲଗାମରେ ଲଶ୍କର ଆତଙ୍କୀ ଲୁଚିଥିବା ନେଇ ବିଶେଷ ସୂତ୍ରରୁ ସୂଚନା ମିଳିବା ପରେ ସୁରକ୍ଷାକର୍ମୀ ଓ ପୁଲିସ ମିଳିତ ଭାବେ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ। ଅପରେସନ ବେଳେ ଆତଙ୍କୀ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳିମାଡ଼ କରିଥିଲେ। ଏହାର ପାଲଟା ଜବାବ ଦେଇଥିଲେ ସୁରକ୍ଷାକର୍ମୀ।

Related posts

ଆରପାରିରେ କଂଗ୍ରେସ ପ୍ରାର୍ଥୀ ଗୁରମିତ ସିଂହ କୁନ୍ନର

mahabharatanews

ଚଳିତ ବର୍ଷ ସ୍ୱାଭାବିକ ରହିବ ଦକ୍ଷିଣ-ପଶ୍ଚିମ ମୌସୁମୀ ପ୍ରଭାବ

mahabharatanews

ଅଚାନକ ଭୁଶୁଡି ପଡିଲା ମଝି ରାସ୍ତା,ଭୟବିତ ଲୋକେ   

mahabharatanews