ଓଡିଶା

ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୧୪୪ ନୂଆ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ଥମିବାର ନାମ ନେଉ ନାହିଁ। ଜାତୀୟସ୍ତରରେ ସଂକ୍ରମଣରେ ସାମାନ୍ୟ ପରିବର୍ତ୍ତନ ଆସିଥିଲେ ମଧ୍ୟ ରାଜ୍ୟରେ କରୋନା ଲହର ବଳବତ୍ତର ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୩୧୪୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୪୪୧୪୨ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮୨୫ଜଣ କ୍ବାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୧୩୧୯ ସ୍ଥାନୀୟ ସଂକ୍ରମିତ ରହିଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ସୂଚନା ପ୍ରଦାନ କରିଛି ।

Related posts

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ସରପଞ୍ଚଙ୍କ ୬ ମାସର ଦରମା ପ୍ରଦାନ

mahabharatanews

ବିଜେଡିରେ ମିଶିଲେ ଦୁର୍ଯ୍ୟୋଧନ ଗରଡିଆ ଏବଂ ବିଭୁତି ଭୂଷଣ ଗରଡିଆ 

mahabharatanews

 ପର୍ଯ୍ୟଟକଙ୍କ ମନ ମୋହୁଛି ଧଳା ବଉଳା କୁମ୍ଭୀର

mahabharatanews