ଓଡିଶା

ଆଜି ଆଉ ୪୮ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଜି ଆଉ ୪୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହି ୪୮ ଜଣଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୭୨ରେ ପହଁଚିଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ନୂତନ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମରୁ ୧୨, ବାଲେଶ୍ୱରରୁ ୧୨, ପୁରୀରୁ ୧୦, ଯାଜପୁରରୁ ୨, ଭଦ୍ରକରୁ ୬, ନୟାଗଡରୁ ୩, ସୁନ୍ଦରଗଡରୁ ୧, କଟକରୁ ୧, ଦେବଗଡରୁ ୧ ଚିହ୍ନଟ ହୋଇଛନ୍ତି।
ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୭୨ ଥିବା ବେଳେ ୧୫୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଓ ଏପର୍ଯ୍ୟନ୍ତ ୩ଜଣଙ୍କର ମୃତ୍ୟୁ ହୋଇଛନ୍ତି । ରାଜ୍ୟରେ ବର୍ତ୍ତମାନ ୫୧୧ ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

Related posts

ଲଘୁଚାପ ପ୍ରଭାବରେ ବର୍ଷା ସମ୍ଭାବନା, ୧୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

mahabharatanews

୨୮ ଦିନର ଚିକିତ୍ସା ପରେ ଘରକୁ ଫେରିଲେ ଲତା

mahabharatanews

ରାଜ୍ୟରେ ହଜାରେ ଉପରେ ଦୈନିକ କରୋନା ସଂକ୍ରମଣ: ଖୋର୍ଦ୍ଧାକୁ ଟପିଲା ସୁନ୍ଦରଗଡ଼ରେ କରୋନା ସଂକ୍ରମିତଙ୍କ ସଂଖ୍ୟା

mahabharatanews