ଓଡିଶା

ଆଜି ଆଉ ୪୮ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଜି ଆଉ ୪୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହି ୪୮ ଜଣଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୭୨ରେ ପହଁଚିଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ନୂତନ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମରୁ ୧୨, ବାଲେଶ୍ୱରରୁ ୧୨, ପୁରୀରୁ ୧୦, ଯାଜପୁରରୁ ୨, ଭଦ୍ରକରୁ ୬, ନୟାଗଡରୁ ୩, ସୁନ୍ଦରଗଡରୁ ୧, କଟକରୁ ୧, ଦେବଗଡରୁ ୧ ଚିହ୍ନଟ ହୋଇଛନ୍ତି।
ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୭୨ ଥିବା ବେଳେ ୧୫୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଓ ଏପର୍ଯ୍ୟନ୍ତ ୩ଜଣଙ୍କର ମୃତ୍ୟୁ ହୋଇଛନ୍ତି । ରାଜ୍ୟରେ ବର୍ତ୍ତମାନ ୫୧୧ ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

Related posts

ନନ୍ଦନକାନନରେ ନୂଆ ଅତିଥି

mahabharatanews

ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର କ୍ଷେତ୍ରସ୍ତରୀୟ ଅଗ୍ରଗତି ନିରୀକ୍ଷଣ କଲେ ମୁଖ୍ୟ ଶାସନ ସଚିବ

mahabharatanews

କଙ୍କରୋଡା ସାଇନ୍ସ କଲେଜ ବିଦ୍ୟାର୍ଥୀଙ୍କୁ ବିଦାୟ ସମ୍ବର୍ଦ୍ଧନା

mahabharatanews