ଓଡିଶା

ରାଜ୍ୟରେ ୩ଟା ସୁଦ୍ଧା ୪୯.୭୭ ପ୍ରତିଶତ ମତଦାନ

(ଭୁବନେଶ୍ୱର) : ଓଡ଼ିଶା ସମେତ ଦେଶରେ ଚାଲିଛି ଶେଷ ପର୍ଯ୍ୟାୟ ନିର୍ବାଚନ । ବାଜିରେ ଲାଗିଛି ବହୁ ହେଭିୱେଟଙ୍କ ଭାଗ୍ୟ । ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର ଭଳି ୬ ସଂସଦୀୟ କ୍ଷେତ୍ର ଏବଂ ଏହା ଅଧୀନରେ ଥିବା ୪୨ ବିଧାନସଭା ଆସନ ପାଇଁ ଚାଲିଛି ମତଦାନ ।

ସୂଚନାନୁଯାୟୀ , ଚତୁର୍ଥ ପର୍ଯ୍ୟାୟରେ ରାଜ୍ୟରେ ପୂର୍ବାହ୍ନ ୩ଟା ସୁଦ୍ଧା ୪୯.୭୭ ପ୍ରତିଶତ ମତଦାନ, ବାଲେଶ୍ୱରରେ ୫୪.୦୪ ପ୍ରତିଶତ ମତଦାନ ହୋଇଥିବାବେଳେ ଭଦ୍ରକରେ ୪୬.୩୩%, ଜଗତସିଂପୁରରେ ୫୨.୫୨%, ଯାଜପୁରରେ ୪୮.୮୦%, କେନ୍ଦ୍ରାପଡାରେ ୪୬.୪୬%, ମୟୂରଭଞ୍ଜରେ ୫୧.୦୩ ପ୍ରତିଶତ ମତଦାନ ହୋଇଛି । ବାଲେଶ୍ୱରରେ ସର୍ବାଧିକ ଭୋଟିଂ ହୋଇଥିବା ବେଳେ ଭଦ୍ରକରେ ସର୍ବନିମ୍ନ ରହିଛି । ଚତୁର୍ଥ ପର୍ଯ୍ୟାୟରେ ରାଜ୍ୟରେ ପୂର୍ବାହ୍ନ ୩ଟା ସୁଦ୍ଧା ୪୯.୭୭ ପ୍ରତିଶତ ମତଦାନ, ବାଲେଶ୍ୱରରେ ୫୪.୦୪ ପ୍ରତିଶତ ମତଦାନ ହୋଇଥିବାବେଳେ ଭଦ୍ରକରେ ୪୬.୩୩%, ଜଗତସିଂପୁରରେ ୫୨.୫୨%, ଯାଜପୁରରେ ୪୮.୮୦%, କେନ୍ଦ୍ରାପଡାରେ ୪୬.୪୬%, ମୟୂରଭଞ୍ଜରେ ୫୧.୦୩ ପ୍ରତିଶତ ମତଦାନ ହୋଇଛି ।

 

 

Related posts

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ଏପ୍ରିଲ୧୪ ତାରିଖ ଯାଏ ଘୁଞ୍ଚିଲା

mahabharatanews

୬୦ କୁଇଣ୍ଟାଲ ଗୋମାଂସ ଜବତ ,ଗାଡ଼ି ଡ୍ରାଇଭର ଫେରାର

mahabharatanews

ନୂଆପଡ଼ାରେ ବାଘ ମୃତ୍ୟୁ

mahabharatanews