ଭାରତ

ଜାମ୍ମୁ କାଶ୍ମୀର ଏବଂ ଲଦାଖରେ ଭୂକମ୍ପ

(ଜାମ୍ମୁ କାଶ୍ମୀର) : ଭୂକମ୍ପରେ ଥରିଲା ଜାମ୍ମୁ କାଶ୍ମୀର ଏବଂ ଲଦାଖ । ସୋମବାର ରାତି ୨୧:୩୫ରେ ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୨ରେକର୍ଡ କରାଯାଇଛି । ଏନେଇ ଜାତୀୟ ଭୂକମ୍ପ କେନ୍ଦ୍ର ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ସୂଚନାନୁଯାୟୀ , ଭୂକମ୍ପରେ କ୍ଷୟକ୍ଷତି ନେଇ କୌଣସି ସୂଚନା ହସ୍ତଗତ ହୋଇନାହିଁ । ଏହାର କେନ୍ଦ୍ରସ୍ଥଳ ଉତ୍ତର କାର୍ଗିଲର ୧୪୮ କିଲୋମିଟର ଉତ୍ତର-ପଶ୍ଚିମ ଦିଗପେ ରହିଛି । ଭୂକମ୍ପର କେନ୍ଦ୍ରସ୍ଥଳ ଗଭୀରତା ଭୂପୃଷ୍ଠରୁ ୧୦କିମି ଦୂର ରହିଥିଲା ସ୍ଥାନୀୟ ଶ୍ରୀନଗରରେ ମଧ୍ୟ କମ୍ପନ ଅନୁଭୂତ ହୋଇଛି । ଭୂକମ୍ପରେ କେତେ କ୍ଷୟକ୍ଷତି ହୋଇଛି ସେ ସମ୍ପର୍କରେ ସୂଚନା ଏପର୍ଯ୍ୟନ୍ତ ପ୍ରକାଶ ପାଇନାହିଁ । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୨ରେକର୍ଡ କରାଯାଇଛି ।

Related posts

ଆଶ୍ଚର୍ଯ୍ୟ ହେଲେ ବି ସତ,୧୦ ବର୍ଷ ବାଳକର ରହଛି ୫୦ଟି ଦାନ୍ତ

mahabharatanews

କେଦାରନାଥରେ ହେଲିକପ୍ଟର ଦୁର୍ଘଟଣା, ଚାଲିଗଲା ୬ ଜୀବନ

mahabharatanews

ଏକାଧିକ ଏଲପିଜି ସିଲିଣ୍ଡର ବିସ୍ଫୋରଣ 

mahabharatanews