ଓଡିଶା

ବଢୁଛି ସ୍କ୍ରବ୍ ଟାଇଫସ୍, ସୁନ୍ଦରଗଡ଼ରେ ୨୧୧ ରୋଗୀ ଚିହ୍ନଟ 

(ସୁନ୍ଦରଗଡ଼) : ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି ସ୍କ୍ରବ୍ ଟାଇଫସ୍‌  । ଏହାରି ମଧ୍ୟରେ ସୁନ୍ଦରଗଡ଼ରେ ନୂଆ ୫ ନୂଆ ସ୍କ୍ରବ୍ ଟାଇଫସ୍‌ ରୋଗୀ ଚିହ୍ନଟ ହୋଇଥିବା ସୂଚନା ମିଳିଛି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ସର୍ବାଧିକ ସୁନ୍ଦରଗଡ଼ରେ ୨୧୧ ସ୍କ୍ରବ୍ ଟାଇଫସ୍‌ ରୋଗୀ ଚିହ୍ନଟ ହୋଇଥିବା ନେଇ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସୂଚନାନୁଯାୟୀ, ରବିବାର ୧୧, ସୋମବାର ୩ ଚିହ୍ନଟ ହୋଇଥିଲେ। ଠିକ୍ ସେହିପରି ମଙ୍ଗଳବାର ବି ୧୦ ଓ ବୁଧବାର ୭ ଓ ଗୁରୁବାର ୬ ପଜିଟିଭ୍ ଚିହ୍ନଟ ହୋଇଥିଲେ। ଏହା ସହ ସଂଖ୍ୟା୨୧୧ରେ ପହଞ୍ଚିଛି। ତେବେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢିବାକୁ ଲାଗିଥିବା ବେଳେ ଜିଲ୍ଲା ପ୍ରଶାସନ ଓ ସ୍ଵାସ୍ଥ୍ୟ ବିଭାଗ ପାଇଁ ଚିନ୍ତା ବଢାଇଛି।

Related posts

ବିଦ୍ୟୁତ୍ ସର୍ଟ ସର୍କିଟ ଯୋଗୁଁ ନିଆଁ ଲାଗି ଜଳିଗଲା ଆଲମିରା କାରଖାନା

mahabharatanews

ଅଧିକ ବସ ଭଡା ଆଦାୟ କଲେ ହେବ କାର୍ଯ୍ୟାନୁଷ୍ଠାନ

mahabharatanews

୫ଟି ସଚିବଙ୍କୁ ଭେଟି ନିଜ ଦୁଃଖ ଜଣାଇଲେ ବୃଦ୍ଧ ଦମ୍ପତ୍ତି

mahabharatanews