ଓଡିଶା

ବଢୁଛି ସ୍କ୍ରବ୍ ଟାଇଫସ୍, ସୁନ୍ଦରଗଡ଼ରେ ୨୧୧ ରୋଗୀ ଚିହ୍ନଟ 

(ସୁନ୍ଦରଗଡ଼) : ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି ସ୍କ୍ରବ୍ ଟାଇଫସ୍‌  । ଏହାରି ମଧ୍ୟରେ ସୁନ୍ଦରଗଡ଼ରେ ନୂଆ ୫ ନୂଆ ସ୍କ୍ରବ୍ ଟାଇଫସ୍‌ ରୋଗୀ ଚିହ୍ନଟ ହୋଇଥିବା ସୂଚନା ମିଳିଛି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ସର୍ବାଧିକ ସୁନ୍ଦରଗଡ଼ରେ ୨୧୧ ସ୍କ୍ରବ୍ ଟାଇଫସ୍‌ ରୋଗୀ ଚିହ୍ନଟ ହୋଇଥିବା ନେଇ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସୂଚନାନୁଯାୟୀ, ରବିବାର ୧୧, ସୋମବାର ୩ ଚିହ୍ନଟ ହୋଇଥିଲେ। ଠିକ୍ ସେହିପରି ମଙ୍ଗଳବାର ବି ୧୦ ଓ ବୁଧବାର ୭ ଓ ଗୁରୁବାର ୬ ପଜିଟିଭ୍ ଚିହ୍ନଟ ହୋଇଥିଲେ। ଏହା ସହ ସଂଖ୍ୟା୨୧୧ରେ ପହଞ୍ଚିଛି। ତେବେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢିବାକୁ ଲାଗିଥିବା ବେଳେ ଜିଲ୍ଲା ପ୍ରଶାସନ ଓ ସ୍ଵାସ୍ଥ୍ୟ ବିଭାଗ ପାଇଁ ଚିନ୍ତା ବଢାଇଛି।

Related posts

ରଥଯାତ୍ରା ସମୟରେ ବିପର୍ଯ୍ୟୟ ପରିଚାଳନା ବୈଠକ

mahabharatanews

ବାଣ ଦୁର୍ଘଟଣା ଘଟଣା; ମୁଖ୍ୟମନ୍ତ୍ରୀଙ୍କ ଉଦବେଗ ପ୍ରକାଶ

mahabharatanews

ଖୋର୍ଦ୍ଧାରେ ସ୍ୱତନ୍ତ୍ର ଟୀକାକରଣ ଅଭିଯାନ ଆରମ୍ଭ

mahabharatanews