ଓଡିଶାଦୁର୍ଘଟଣା

ହାଇୱା ବସ ଧକ୍କାରେ ୫ ଗୁରୁତର ୨୦

ମୟୁରଭଞ୍ଜ : କରଞ୍ଜିଆ ରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ହାଇୱା –ବସ୍ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୫ ଜଣ ଗୁରୁତର ହୋଇଥିବା ବେଳେ ୨୦ ଜଣ ଆହତ ହୋଇଛନ୍ତି । ତୁରନ୍ତ ସେମାନଙ୍କୁ ଉଦ୍ଧାର କରି କରଞ୍ଜିଆ ମେଡିକାଲରେ ଭର୍ତ୍ତି କରାଯାଇଛି । ଜାତୀୟ ରାଜପଥ ୨୨୦ରେ ଏହି ଦୁର୍ଘଟଣା ଘଟିଛି। ବସଟି ଯଶୀପୁରରୁ କରଞ୍ଜିଆ ଯାଉଥିବା ବେଳେ ଦୁର୍ଘଟଣାର ଶୀକାର ହୋଇଥିଲା । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଚଳାଇଛି ।

Related posts

ନୂତନ ଜାଇକା ହୋଟେଲର ଶୁଭ ଉଦ୍ଘାଟନ

mahabharatanews

୫ ଦିନ ପ୍ରବଳ ବର୍ଷା ସମ୍ଭାବନା,ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

mahabharatanews

ବଢ଼ିବନି ରିଟେଲ ବିଦ୍ୟୁତ ଶୁଳ୍କ, ଡିଜିଟାଲ୍‌ ପେମେଣ୍ଟରେ ମିଳିବ ଗ୍ରାହକଙ୍କୁ ରିହାତି

mahabharatanews