ଓଡିଶା

ମହାପ୍ରଭୁଙ୍କୁ ଦର୍ଶନ କଲେ 5T ସଚିବ ଭି.କେ ପାଣ୍ଡିଆନ

ପୁରୀ : ପୁରୀ ଗସ୍ତରେ 5T ସଚିବ ଭି.କେ ପାଣ୍ଡିଆନ । ମହାପ୍ରଭୁଙ୍କୁ ଦର୍ଶନ କଲେ 5T ସଚିବ । ବେଢା ପରିକ୍ରମା ସହ ବିଭିନ୍ନ ପାର୍ଶ୍ୱ ଦେବାଦେବୀଙ୍କ ମନ୍ଦିର ଦର୍ଶନ ମଧ୍ୟ କରିଛନ୍ତି ପାଣ୍ଡିଆନ।

ସେବାୟତଙ୍କ ସହ ଶ୍ରୀମନ୍ଦିର ଉନ୍ନତିକରଣ ନେଇ ଆଲୋଚନା କରିଥିବା ମଧ୍ୟ ଜଣାପଡିଛି । ଗସ୍ତ ଅବସରରେ 5T ସଚିବଙ୍କ ସହିତ ତାଙ୍କ ପତ୍ନୀ ତଥା ମିଶନ ଶକ୍ତି ସଚିବ ସୁଜାତା ଆର କାର୍ତ୍ତିକେୟନ ମଧ୍ୟ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ ।

Related posts

ବଟେଶ୍ୱର ନୋଡାଲ ହାଇସ୍କୁଲର ସୁବର୍ଣ୍ଣ ଜୟନ୍ତୀ

mahabharatanews

ଉଚ୍ଚଶିକ୍ଷାମନ୍ତ୍ରୀଙ୍କ ସମୀକ୍ଷା ବୈଠକ

mahabharatanews

ସ୍ୱାମପାଟଣା ମହାବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କ ଆତ୍ମରକ୍ଷା ପ୍ରଶିକ୍ଷଣ କାର୍ଯ୍ୟକ୍ରମ

mahabharatanews