ଓଡିଶା

ମହାପ୍ରଭୁଙ୍କୁ ଦର୍ଶନ କଲେ 5T ସଚିବ ଭି.କେ ପାଣ୍ଡିଆନ

ପୁରୀ : ପୁରୀ ଗସ୍ତରେ 5T ସଚିବ ଭି.କେ ପାଣ୍ଡିଆନ । ମହାପ୍ରଭୁଙ୍କୁ ଦର୍ଶନ କଲେ 5T ସଚିବ । ବେଢା ପରିକ୍ରମା ସହ ବିଭିନ୍ନ ପାର୍ଶ୍ୱ ଦେବାଦେବୀଙ୍କ ମନ୍ଦିର ଦର୍ଶନ ମଧ୍ୟ କରିଛନ୍ତି ପାଣ୍ଡିଆନ।

ସେବାୟତଙ୍କ ସହ ଶ୍ରୀମନ୍ଦିର ଉନ୍ନତିକରଣ ନେଇ ଆଲୋଚନା କରିଥିବା ମଧ୍ୟ ଜଣାପଡିଛି । ଗସ୍ତ ଅବସରରେ 5T ସଚିବଙ୍କ ସହିତ ତାଙ୍କ ପତ୍ନୀ ତଥା ମିଶନ ଶକ୍ତି ସଚିବ ସୁଜାତା ଆର କାର୍ତ୍ତିକେୟନ ମଧ୍ୟ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ ।

Related posts

ଆଜି ଶ୍ରୀଜିଉଙ୍କର ବନକ ଲାଗି ନୀତି

mahabharatanews

ସାମାଜିକ ସଂଗଠନ ପକ୍ଷରୁ ରକ୍ତଦାନ ଶିବିର

mahabharatanews

ସ୍ପେଶାଲ୍ ଡ୍ରାଇଭରେ ଗଞ୍ଜାମ ପୋଲିସକୁ ବଡ଼ ସଫଳତା

mahabharatanews