ଭାରତ

ଯବାନ ଗୁଳିରେ ଟଳିଲେ ୬ନକ୍ସଲ

(ବିଜାପୁର) : ନିର୍ବାଚନ ଯେତେ ପାଖେଇ ଆସୁଛି ଦିନକୁ ଦିନ ବୃଦ୍ଧି ପାଉଛି ମାଓ ଉପଦ୍ରଵ ।  ଛତିଶଗଡର ବିଜାପୁର ଜିଲ୍ଲାରେ ସୁରକ୍ଷାବାହିନୀ ଏବଂ ନକ୍ସଲମାନଙ୍କ ମଧ୍ୟରେ ଏନକାଉଣ୍ଟର ହୋଇଛି। ଏହି ଏନକାଉଣ୍ଟରରେ ୬ ଜଣ ନକ୍ସଲଙ୍କ ମୃତ୍ୟୁ ଘଟିଛି।

ସୂଚନାନୁଯାୟୀ , ପୁଲିସ କହିଛି ଯେ ଆଜି ସକାଳେ ବିଜାପୁର ଜିଲ୍ଲାରେ ସୁରକ୍ଷାବାହିନୀ ଏବଂ ନକ୍ସଲମାନଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ଆଉ ଏହି ସମୟରେ ସୁରକ୍ଷାକର୍ମୀଙ୍କ ସହ ଏନକାଉଣ୍ଟରରେ ଜଣେ ମହିଳାଙ୍କ ସମେତ ୬ ଜଣ ନକ୍ସଲଙ୍କ ମୃତ୍ୟୁ ଘଟିଛି। ବିଜାପୁର ଜିଲ୍ଲାର ଚିକୁରବତି-ପୁସବାକା ନିକଟ ଜଙ୍ଗଲ ଅଞ୍ଚଳରେ ସୁରକ୍ଷା ବାହିନୀ ଏବଂ ନକ୍ସଲମାନଙ୍କ ମଧ୍ୟରେ ଏନକାଉଣ୍ଟର ହୋଇଥିଲା।

Related posts

କମିଲା ଫିଲ୍ମ ‘ଯବାନ’କ୍ରେଜ୍

mahabharatanews

‘ବିଗବସ୍‌ ୧୬’ରେ ନଜର ଆସିବେ ଅଭନେତ୍ରୀ ଶିଳ୍ପାଙ୍କ ସ୍ୱାମୀ ରାଜ କୁନ୍ଦ୍ରା !

mahabharatanews

କୁନି ହାତୀକୁ ଛୁଆକୁ Z++ ସୁରକ୍ଷା,ଭିଡିଓ ହେଲା ଭାଇରାଲ

mahabharatanews