ଭାରତ

ଯବାନ ଗୁଳିରେ ଟଳିଲେ ୬ନକ୍ସଲ

(ବିଜାପୁର) : ନିର୍ବାଚନ ଯେତେ ପାଖେଇ ଆସୁଛି ଦିନକୁ ଦିନ ବୃଦ୍ଧି ପାଉଛି ମାଓ ଉପଦ୍ରଵ ।  ଛତିଶଗଡର ବିଜାପୁର ଜିଲ୍ଲାରେ ସୁରକ୍ଷାବାହିନୀ ଏବଂ ନକ୍ସଲମାନଙ୍କ ମଧ୍ୟରେ ଏନକାଉଣ୍ଟର ହୋଇଛି। ଏହି ଏନକାଉଣ୍ଟରରେ ୬ ଜଣ ନକ୍ସଲଙ୍କ ମୃତ୍ୟୁ ଘଟିଛି।

ସୂଚନାନୁଯାୟୀ , ପୁଲିସ କହିଛି ଯେ ଆଜି ସକାଳେ ବିଜାପୁର ଜିଲ୍ଲାରେ ସୁରକ୍ଷାବାହିନୀ ଏବଂ ନକ୍ସଲମାନଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ଆଉ ଏହି ସମୟରେ ସୁରକ୍ଷାକର୍ମୀଙ୍କ ସହ ଏନକାଉଣ୍ଟରରେ ଜଣେ ମହିଳାଙ୍କ ସମେତ ୬ ଜଣ ନକ୍ସଲଙ୍କ ମୃତ୍ୟୁ ଘଟିଛି। ବିଜାପୁର ଜିଲ୍ଲାର ଚିକୁରବତି-ପୁସବାକା ନିକଟ ଜଙ୍ଗଲ ଅଞ୍ଚଳରେ ସୁରକ୍ଷା ବାହିନୀ ଏବଂ ନକ୍ସଲମାନଙ୍କ ମଧ୍ୟରେ ଏନକାଉଣ୍ଟର ହୋଇଥିଲା।

Related posts

ଅଷ୍ଟମ ଥର ପାଇଁ ଶପଥ ନେବେ ନୀତିଶ

mahabharatanews

କିଙ୍ଗ ଖାନ ଲଞ୍ଚ କରିବେ ନିଜର ଓଟିଟି ଆପ

mahabharatanews

‘ହେଟ୍ ସ୍ପିଚ୍’ ମାମଲାରେ ସମାଜବାଦୀ ପାର୍ଟି ନେତା ଆଜମ ଖାନ ଦୋଷମୁକ୍ତ

mahabharatanews