ଓଡିଶା

୬୦ରୁ ଅଧିକ ପିତ୍ତଳ ନାଗ ମୂର୍ତ୍ତି ଉଦ୍ଧାର

(କଟକ) :  ଗୋଟିଏ ପଟେ ଆଜି ମହାଶିବରାତ୍ରୀ ହେତୁ ଶୈବପୀଠ ଚଳଚଞ୍ଚଳ ହୋଇଉଠିଛି । ଓଁ ନମଃ ଶିବାୟ ଧ୍ୱନିରେ ପ୍ରକମ୍ପିତ ପରିବେଶ । ଅନ୍ୟପଟେ ଆଜି ମହାନଦୀ ଗର୍ଭରୁ ୬୦ରୁ ଅଧିକ ନାଗମୂର୍ତ୍ତି ଉଦ୍ଧାର ହୋଇଛି । ବାଙ୍କୀ-ସୁବର୍ଣ୍ଣପୁର ପୋଲ ମହାନଦୀ ଘାଟରେ ବାଙ୍କି ମୁହାଣରେ ଧୀବର ମାଛ ଧରିବା ବେଳେ ୬୦ରୁ ଅଧିକ ପିତ୍ତଳ ନାଗ ମୂର୍ତ୍ତି ଉଦ୍ଧାର ହୋଇଛି । ଇଣ୍ଡିଆ ମେଣ୍ଟକୁ ଝଟକା, ଏକାକୀ ନିର୍ବାଚନ ଲଢ଼ିବାକୁ ଘୋଷଣା କଲେ ମେହବୁବା ଏଥିମଧ୍ୟରେ ନାଗ ମୂର୍ତ୍ତି ବ୍ୟତୀତ, ଶିବ ଲିଙ୍ଗ, ଦୁଇଟି ବୃଷବ ମୂର୍ତ୍ତି ରହିଛି । ତେବେ ଏକା ସାଙ୍ଗରେ ଏତେ ମାତ୍ରାରେ ନାଗମୂର୍ତ୍ତି ଉଦ୍ଧାର ହେବାନେଇ ସାଧାରଣରେ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ।

ସୂଚନାନୁଯାୟୀ ,ସେପଟେ ରାଜ୍ୟର ପ୍ରମୁଖ ଶୈବପୀଠ ଶ୍ରୀଲିଙ୍ଗରାଜ ମନ୍ଦିର, ଧବଳେଶ୍ୱର, ଲୋକନାଥ, ଆଖଣ୍ଡଳମଣି, କପିଳାସ ମନ୍ଦିରରେ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ ଗହଳି ଦେଖିବାକୁ ମିଳିଛି । ଶ୍ରଦ୍ଧାଳୁ କିପରି ଶାନ୍ତିଶୃଙ୍ଖଳାର ସହ ବାବାଙ୍କୁ ଦର୍ଶନ କରିବେ ଓ ଦୀପ ଜାଳିବେ, ସେ ନେଇ ବିଭିନ୍ନ ଶୈବପୀଠରେ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଅ

Related posts

ଶୀତ ଅଧିବେଶନରେ ରହିବ ନାହିଁ ପ୍ରଶ୍ନକାଳ

mahabharatanews

ଟାଙ୍ଗୀ ସାମ୍ବାଦିକ ସଂଘ ପକ୍ଷରୁ ଜାତୀୟ ସାମ୍ବାଦିକତା ଦିବସ ପାଳନ

mahabharatanews

ବୁଡିଲା ଏମ୍‌ଭି-୯୬ ପୋଲ, ପାଣି ଘେରରେ ଶହ ଶହ ଲୋକେ 

mahabharatanews