ଓଡିଶା

ପଦ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ପ୍ରକାଶ ପାଇଲା ବିଜ୍ଞପ୍ତି: ନଭେମ୍ବର ୧୭ ନାମାଙ୍କନ ଦାଖଲର ଶେଷ ତାରିଖ ୧୮ରେ ଯାଞ୍ଚ

ଭୁବନେଶ୍ୱର(ଚିନ୍ମୟୀ ସ୍ୱାଇଁ) :-ପଦ୍ମପୁର ଉପନିର୍ବାଚନ ବିଜ୍ଞପ୍ତି । ପଦ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ପ୍ରକାଶ ପାଇଲା ବିଜ୍ଞପ୍ତି।ନଭେମ୍ବର ୧୭ ନାମାଙ୍କନ ଦାଖଲର ଶେଷ ତାରିଖ ୧୮ରେ ଯାଞ୍ଚ। ନଭେମ୍ବର ୨୧ ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ। ଡିସେମ୍ବର ୫ରେ ଭୋଟିଂ ,୮ ତାରିଖରେ ଗଣତି।ବିଧିବଦ୍ଧ ଭାବେ ପଦ୍ମପୁର ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପୂର୍ବରୁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସବୁ ରାଜନୈତିକ ଦଳର ସହଯୋଗ ଲୋଡିଛନ୍ତି ।

ପଦ୍ମପୁରରେ ନିରପେକ୍ଷ, ଅବାଧ ଏବଂ ମୁକ୍ତ ନିର୍ବାଚନ ପାଇଁ ନିର୍ବାଚନ କମିଶନଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚାଲିଛି। ପଦ୍ମପୁର ଉପନିର୍ବାଚନ ପାଇଁ ପ୍ରାର୍ଥୀ କିଏ ହେବ ତିନି ଦଳ ଏ ପର୍ଯ୍ୟନ୍ତ ଘୋଷଣା କରିନାହାନ୍ତି। କିନ୍ତୁ ଉପର୍ନବାଚନ ଲଢ଼େଇ ପାଇଁ ରଣନୀତି ପ୍ରସ୍ତୁତ କରିବା ସହିତ ନେତାଙ୍କୁ ଦାୟିତ୍ବ ବାଣ୍ଟିସାରିଛନ୍ତି।

Related posts

ଖଣି ବିଭାଗ ପକ୍ଷରୁ ଚୋରା ବାଲି ବୋଝେଇ ହାଇୱା ଜବତ୍

mahabharatanews

ଜିଏସଟି ସ୍ଲାବକୁ ନେଇ ନିଷ୍ପତ୍ତି ପରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିଲ୍ଲୀରେ କଲେ ପ୍ରେସମିଟ୍

mahabharatanews

ଘରୋଇ କଳହ ସ୍ୱାମୀକୁ ସଜେଇଲା ପିଶାଚ

mahabharatanews