ଓଡିଶା

 ଓଡ଼ିଶାରେ ୬୭. ୫୯ ପ୍ରତିଶତ ମତଦାନ

(ଭୁବନେଶ୍ୱର) : ଦେଶରେ ପଞ୍ଚମ ଓ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଛି। ଗତକାଲି ରାତି ୧୧ଟା ୩୦ ସୁଦ୍ଧା ଓଡ଼ିଶାରେ ପ୍ରାୟ ୬୭. ୫୯ ପ୍ରତିଶତ ମତଦାନ ହୋଇଛି। ଦେଶରେ ମୋଟ୍ ୬୦. ୦୯ ପ୍ରତିଶତ ଭୋଟିଂ ହୋଇଥିବା ନିର୍ବାଚନ କମିସନଙ୍କ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାନୁଯାୟୀ , ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗୀର, କନ୍ଧମାଳ ଓ ଆସ୍କା ଲୋକସଭା ସମେତ ଏହା ଅଧୀନରେ ଥିବା ସମସ୍ତ ୩୫ ବିଧାନସଭା ପାଇଁ ଭୋଟ୍ ପଡ଼ିଛି। ୩୦୫ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମରେ ସିଲ୍ ହୋଇଛି। ୫ଟି ଲୋକସଭା ଆସନରେ ୪୦ ଜଣ ପ୍ରାର୍ଥୀ ଓ ୩୫ଟି ବିଧାନସଭା ଆସନ ପାଇଁ ୨୬୫ ପ୍ରାର୍ଥୀ ପ୍ରତିଦ୍ୱନ୍ଦିତା କରୁଛନ୍ତି।

Related posts

ମୁଖ୍ୟ ଚିକିତ୍ସାଳୟରେ ଡାକ୍ତର ଅଭାବ ! ଚିକିତ୍ସା ପାଇଁ ଭରସା ପଡୋଶୀ ରାଜ୍ୟ

mahabharatanews

ନ୍ୟାୟ ପାଇଁ ପ୍ରେମିକ ଘର ଆଗରେ ପ୍ରେମିକାର ଧାରଣା

mahabharatanews

ସୁନ୍ଦରଗଡ଼ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ: କୋଭିଡ୍-୧୯ ଗାଇଡଲାଇନ୍ କଡ଼ାକଡ଼ି  ପାଳନ କର

mahabharatanews