ଓଡିଶା

ବଢୁଛି  ସ୍କ୍ରବ୍ ଟାଇଫସ୍; ସର୍ବାଧିକ ସୁନ୍ଦରଗଡ଼ରେ ୨୦୬ ରୋଗୀ ଚିହ୍ନଟ‌

(ସୁନ୍ଦରଗଡ଼) : ରାଜ୍ୟରେ ଡେଙ୍ଗୁ ପରେ ସ୍କ୍ରବ୍ ଟାଇଫସ୍‌ ହୁ ହୁ ହୋଇ ବୃଦ୍ଧି ପାଉଥିବାର ଦୃଶ୍ୟ ମନକୁ ବିଚଳିତ କରୁଛି । ଏହାରି ମଧ୍ୟରେ ସୁନ୍ଦରଗଡ଼ରେ ଆଉ ୬ ଜଣ ସ୍କ୍ରବ୍ ଟାଇଫସ୍‌ ରୋଗୀ ଚିହ୍ନଟ। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ସର୍ବାଧିକ ସୁନ୍ଦରଗଡ଼ରେ ୨୦୬ ସ୍କ୍ରବ୍ ଟାଇଫସ୍‌ ରୋଗୀ ଚିହ୍ନଟ ହୋଇଥିବା ନେଇ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସୂଚନାନୁଯାୟୀ, ଗତକାଲି ୭ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ରବିବାର ୧୧, ସୋମବାର ୩ ଚିହ୍ନଟ ହୋଇଥିଲେ। ଆଶା, ଅଙ୍ଗନବାଡ଼ିକର୍ମୀଙ୍କ ଜରିଆରେ ଲୋକଙ୍କୁ ସଚେତନ କରାଯିବା ସହ ରୋଗ ଚିହ୍ନଟ ପାଇଁ ବ୍ୟାପକ ପରୀକ୍ଷା କରାଯାଉଥିବା, କୌଣସି ବ୍ୟକ୍ତିଙ୍କଠାରେ ଏହି ରୋଗର ଲକ୍ଷଣ ଦେଖାଗଲେ, ତୁରନ୍ତ ଡାକ୍ତରଙ୍କ ପରାମର୍ଶ ନେବାକୁ କୁହାଯାଉଛି।

 

Related posts

ବିଧାନସଭାରେ ଯାତ୍ରା ପେଣ୍ଡାଲର ଦୃଶ୍ୟକୁ ନେଇ ଚର୍ଚ୍ଚା : ଉଦବେଗ ପ୍ରକାଶ କଲେ ବାବୁ ସିଂ

mahabharatanews

ହାଇୱା ଧକ୍କାରେ ସ୍କୁଟି ଚାଳକ ମୃତ

mahabharatanews

“ନବୀନ ଶପଥ ନ ନେଲେ ରାଜନୀତି ଛାଡ଼ିଦେବି”

mahabharatanews