ଓଡିଶା

ସ୍କ୍ରବ୍ ଟାଇଫସ ଆତଙ୍କ; ସୁନ୍ଦରଗଡ଼ରେ ସଂଖ୍ୟା ୩୯୬କୁ ବୃଦ୍ଧି

(ଭୁବନେଶ୍ୱର) : ରାଜ୍ୟରେ ଡେଙ୍ଗୁ ପରେ ସ୍କ୍ରବ୍ ଟାଇଫସ ଆତଙ୍କ ମଚେଇବାରେ ଲାଗିଛି । ପୁଣି ଦିନକରେ ସୁନ୍ଦରଗଡ଼ରେ ୭ ପଜିଟିଭ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟାରେ ୫୭ ନମୁନାରୁ ୭ ପଜିଟିଭ ଚିହ୍ନଟ ହୋଇଥିବା ଜଣାଯାଇଛି। ଏବେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୯୬ରେ ପହଞ୍ଚିଛି। ଏନେଇ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ସୂଚନା ଦେଇଛନ୍ତି।

ସୂଚନାନୁଯାୟୀ ,  ଏହି ରୋଗ କୀଟ ଦଂଶନରୁ ହେଉଥିବାରୁ ଜଙ୍ଗଲ ତଥା ବିଲବାଡ଼ିକୁ ଯିବା ସମୟରେ ସମ୍ପୂର୍ଣ୍ଣ ଶରୀରକୁ ଘୋଡ଼ାଇ ରଖିବାକୁ ସ୍ବାସ୍ଥ୍ୟ ବିଭାଗ ପରାମର୍ଶ ଦେଇଛି। ଏହି ରୋଗକୁ ନିୟନ୍ତ୍ରଣ କରିବା ପାଇଁ ଜିଲ୍ଲା ମୁଖ୍ୟ ଡାକ୍ତରଖାନା ଓ ରାଉରକେଲା ସରକାରୀ ଡାକ୍ତରଖାନାରେ ଔଷଧ, ପରୀକ୍ଷା ବ୍ୟବସ୍ଥା ରହିଛି ।

Related posts

ବ୍ରାଉନସୁଗାର ଧରି ଯାଉଥିବା ବେଳେ ଧରିଲା ପୋଲିସ, ଦୁଇ ଗିରଫ

mahabharatanews

ରବିବାର ରୁ ଅନୁଷ୍ଠିତ ହେବାକୁ ଯାଉଛି ଷ୍ଟ୍ରିଟ୍ କାର୍ଣ୍ଣିଭାଲ ବା ରାସ୍ତା ପାର୍ଶ୍ୱ ମେଳା

mahabharatanews

ଜଗା ଦର୍ଶନ କରିବେ ଭକ୍ତ, ଜାରି ହେଲା ନୂଆ ଏସଓପି

mahabharatanews