ଓଡିଶା

ରାଜ୍ୟରେ ସୁସ୍ଥ ହେଲେ ୭୩

ଭୁବନେଶ୍ୱର: ଆଜି ଓଡ଼ିଶାର ୧୩ଟି ଜିଲ୍ଲାରୁ ୭୩ ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି। ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ରୋଗୀଙ୍କ ସଂଖ୍ୟା ୩୦୪୭ରେ ପହଞ୍ଚିଛି।ଆଜି କନ୍ଧମାଳ ଜିଲ୍ଲାରୁ ସର୍ବାଧିକ ୧୪ ଜଣ, କେନ୍ଦୁଝରରୁ ୧୧ ଜଣ, ଖୋର୍ଦ୍ଧାରୁ ୧୦ ଜଣ, ଭଦ୍ରକରୁ ୯ ଜଣ, ଯାଜପୁରରୁ ୭ ଜଣ, ମୟୂରଭଂଜରୁ ୬ ଜଣ, ଗଂଜାମରୁ ୪ ଜଣ, କଟକରୁ ୩ ଜଣ, ଜଗତସିଂହପୁର, ବାଲେଶ୍ୱର, ଝାରସୁଗୁଡ଼ା ଓ କଳାହାଣ୍ଡିରୁ ୨ ଜଣ ଲେଖାଏଁ ଓ ବଲାଙ୍ଗୀରରୁ ଜଣେ ବ୍ୟକ୍ତି କରୋନାରୁ ସୁସ୍ଥ ହୋଇଛନ୍ତି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଜରିଆରେ ଏହି ସୂଚନା ଦିଆଯାଇଛି।

Related posts

ପୁଣି ଶବକୁ ଅସମ୍ନାନ ମହାପ୍ରୟାଣ ଗାଡି ନ ଦେବାରୁ କାନ୍ଧରେ ବୋହିଲେ ପରିବାରବର୍ଗ

mahabharatanews

୪ ଘଣ୍ଟାରେ ସରଧା ବାଲିରେ ପହଞ୍ଚିଲା ତିନି ରଥ

mahabharatanews

ଘରକୁ ଘର ବୁଲି ବହି ବାଣ୍ଟିଲେ ଶିକ୍ଷକ

mahabharatanews