ଓଡିଶା

ନିଆଁ ଲାଗି ୭ ବଖରା ପାଉଁଶ

(ମହାଭାରତ, ପଟ୍ଟାମୁଣ୍ଡାଇ): କେନ୍ଦ୍ରାପଡା ଜିଲ୍ଲା ରାଜନଗର ବ୍ଲକ ଅନ୍ତର୍ଗତ ଘଡିଆମାଳ ଗାଁରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ମଙ୍ଗଳବାର ବିଳମ୍ବିତ ରାତିରେ ଗାଁର ଜଣକ ଘରେ ନିଆଁ ଲାଗିବାରୁ ତାଙ୍କ ଘରର ୭ ବଖରା ପୋଡି ପାଉଁଶ ହୋଇଯାଇଛି । ଏହି ଅଗ୍ନିକାଣ୍ଡରେ ତାଙ୍କର ଲକ୍ଷାଧିକ ଟଙ୍କାର ଆସବାବପତ୍ର ପୋଡି ନଷ୍ଟ ହୋଇଯାଇଛି । ଖବର ପାଇ ରାଜନଗରରୁ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ତେବେ କେଉଁ କାରଣରୁ ଏହି ଅଗ୍ନିକାଣ୍ଡ ଘଟିଲା ତାହା ଏଯାଏ ଜଣାପଡି ନାହିଁ ।

Related posts

ଓଡିଶାରେ ପୁଣି ୧୦ଟି ମେଡିକାଲ କଲେଜ ନିର୍ମାଣ ହେବ: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର

mahabharatanews

ଛାତ୍ରୀଛାତ୍ରଙ୍କୁ ମିଳିବ ୧୧ ଦିନ ମଧ୍ୟାନ୍ନ ଭୋଜନର ଚାଉଳ ସହ ରନ୍ଧା ବାବଦକୁ ଟଙ୍କା

mahabharatanews

ରେଙ୍ଗାଲିରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଶୁଭାରମ୍ଭ

mahabharatanews