ଓଡିଶା

ରାଜ୍ୟରେ ଆଉ ୮ ମୁଣ୍ଡ ନେଲା କରୋନା

(ମହାଭାରତ/ଭୁବନେଶ୍ୱର): ରାଜ୍ୟରେ ଗୁରୁବାର ଆଉ ୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୨୨କୁ ବୃଦ୍ଧି ପାଇଛି। ୮ ମୃତକଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାରୁ ୩ ଜଣ,କଟକ ଜିଲ୍ଲାରୁ ୨ ଜଣ, ବାଲେଶ୍ବର,ଖୋର୍ଦ୍ଧା,କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

Related posts

ସତ୍ୟବାଦୀ ଆଦର୍ଶ ବିଦ୍ୟାଳୟର ପ୍ରବେଶିକା ପରୀକ୍ଷା

mahabharatanews

ଓଡିଶାରେ ଭିତ୍ତିଭୂମି ଉନ୍ନୟନ ପାଇଁ କେନ୍ଦ୍ର ସରକାରଙ୍କ ଉପହାର

mahabharatanews

କାଳିଆ ଟଙ୍କା ଓ ବାଲିଘାଟ ଅନିୟମିତତା ନେଇ ଗର୍ଜିଲେ ଚାଷୀ

mahabharatanews