ଓଡିଶା

ନିଆଁ ଲାଗି ୭ ବଖରା ପାଉଁଶ

(ମହାଭାରତ, ପଟ୍ଟାମୁଣ୍ଡାଇ): କେନ୍ଦ୍ରାପଡା ଜିଲ୍ଲା ରାଜନଗର ବ୍ଲକ ଅନ୍ତର୍ଗତ ଘଡିଆମାଳ ଗାଁରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ମଙ୍ଗଳବାର ବିଳମ୍ବିତ ରାତିରେ ଗାଁର ଜଣକ ଘରେ ନିଆଁ ଲାଗିବାରୁ ତାଙ୍କ ଘରର ୭ ବଖରା ପୋଡି ପାଉଁଶ ହୋଇଯାଇଛି । ଏହି ଅଗ୍ନିକାଣ୍ଡରେ ତାଙ୍କର ଲକ୍ଷାଧିକ ଟଙ୍କାର ଆସବାବପତ୍ର ପୋଡି ନଷ୍ଟ ହୋଇଯାଇଛି । ଖବର ପାଇ ରାଜନଗରରୁ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ତେବେ କେଉଁ କାରଣରୁ ଏହି ଅଗ୍ନିକାଣ୍ଡ ଘଟିଲା ତାହା ଏଯାଏ ଜଣାପଡି ନାହିଁ ।

Related posts

ସାମ୍ବାଦିକା ମଧୁମିତା ମୃତ୍ୟୁ ମାମଲା; ଫରେନ୍‌ସିକ୍‌ ଲ୍ୟାବ ପଠାଯିବ ମୋବାଇଲ

mahabharatanews

ଆଜି ରାଜ୍ୟରେ ୧୬୭ କରୋନା ପଜିଟିଭ ଚିହ୍ନଟ

mahabharatanews

୩୦ ଜିଲ୍ଲାର ୫୧ଟି ମୂଲ୍ୟାୟନ କେନ୍ଦ୍ରରେ ମୂଲ୍ୟାୟନ ହେବ ଖାତା

mahabharatanews