ଓଡିଶା

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ହାତୀ ମୃତ

(ବରଗଡ): ବରଗଡ ଜିଲ୍ଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଗଙ୍ଗେଇ ଗାଁରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଏକ ଦନ୍ତା ହାତୀର ମୃତ୍ୟୁ ହୋଇଛି । ମଙ୍ଗଳବାର ସକାଳେ ଏକ ଜମିରେ ହାତୀଟି ମରି ପଡିଥିବା ସ୍ଥାନୀୟ ଲୋକେ ଦେଖିଥିଲେ । ଏନେଇ ବନ ବିଭାଗକୁ ଖବର ଦେବା ପରେ ବନ ବିଭାଗ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛନ୍ତି । ସେହି ଜମି ଦେଇ ୩୩ କେଭିର ବିଦ୍ୟୁତ ତାର ଯାଇଥିବାରୁ ଏହା ସଂସ୍ପର୍ଶରେ ଆସି ହାତୀଟି ପ୍ରାଣ ହରାଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି ।

Related posts

ବାପା ଓ ସାବତ ମା ମିଶି ଦିବ୍ୟାଙ୍ଗ ପୁଅକୁ ମାରିଦେଲେ

mahabharatanews

ଏରିୟର କରାଇ ଦେବାକୁ ଲାଞ୍ଚ ନେଉଥିବା ବେଳେ ଧରାପଡିଲେ ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ

mahabharatanews

ସେକ୍ସ ରାକେଟର ମୁଖିଆ କରୋନା ପଜିଟିଭ

mahabharatanews