ଓଡିଶା

ଟାଟା ମ୍ୟାଜିକ-ଡମ୍ପର ଧକ୍କା, ୪ ଗୁୁରୁତର ଆହତ

(ମହାଭାରତ, ବଣାଇ): ସୁନ୍ଦରଗଡ ଜିଲ୍ଲା ବଣାଇ ଥାନା ଅନ୍ତର୍ଗତ ନରେନ୍ଦ୍ର ଛକ ନିିକଟରେ ସୋମବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଏକ ଟାଟା ମ୍ୟାଜିକ ଓ ଡମ୍ପର ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଚାରି ଜଣ ଗୁରୁତର ଆହତ ହୋଇଛନ୍ତି । ସେମାନଙ୍କୁ ରାଉରକେଲା ସରକାରୀ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ଆହତମାନେ ଟାଟା ମ୍ୟାଜିକର ଡ୍ରାଇଭର ଓ ଯାତ୍ରୀ ବୋଲି ଜଣାପଡିଛି । ଦୁର୍ଘଟଣା ପରେ ଡମ୍ପର ଡ୍ରାଇଭର ଫେରାର ହୋଇଯାଇଛି । ପୋଲିସ ଦୁର୍ଘଟଣାଗ୍ରସ୍ତ ଗାଡି ଦୁଇଟିକୁ ଜବତ କରି ତଦନ୍ତ କରୁଛି ।

Related posts

ଡିସେମ୍ବର ମାସରୁ ରାଜ୍ୟକୁ ପ୍ରବେଶ କରିଛି ୟୁକେ ଷ୍ଟ୍ରେନ

mahabharatanews

ଏକ ଲକ୍ଷ ୮୫ ହଜାର ୩୫୩ ଜଣ ହିତାଧିକାରୀଙ୍କୁ ୩୮ କୋଟି ୧୧ ଲକ୍ଷ ୧୬ ହଜାର ଟଙ୍କା ପ୍ରଦାନ

mahabharatanews

ଅଫ୍‌ଲାଇନ୍‌ରେ ହେବ ପରୀକ୍ଷା

mahabharatanews