ଓଡିଶା

ମୁର୍ମୁଷୁ ଅବସ୍ଥାରେ ଯୁବକ ଉଦ୍ଧାର

(ମହାଭାରତ, ମାଲକାନଗିରି): ମାଲକାନଗିରି ଜିଲ୍ଲା ଅନ୍ତର୍ଗତ ଚିତ୍ରକୋଣ୍ଡା ଥାନା ଅଧିନ ସଦର ଷ୍ଟାଡିୟମ ପାଖରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି । କେତେକ ଦୁର୍ବୃତ୍ତ ତାଙ୍କୁ ଆକ୍ରମଣ ପରେ ଛାଡି ଚାଲିଯାଇଥିବା ସନ୍ଦେହ କରାଯାଉଛି । ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ନିକଟସ୍ଥ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ତେବେ ଗୋଷ୍ଠୀ କନ୍ଦଳ ବା ଅନ୍ୟ କେଉଁ କାରଣରୁ ଯୁବକଙ୍କୁ ଆକ୍ରମଣ କରାଯାଇଛି ତାହା ଜଣାପଡିବ ବୋଲି ଚିତ୍ରକୋଣ୍ଡା ଥାନାଧିକାରୀ ସୂଚନା ଦେଇଛନ୍ତି ।

Related posts

 ଶେଷ ଦିନରେ କଟକ ଐତିହାସିକ ବାଲିଯାତ୍ରା 

mahabharatanews

ବର୍ଷର ପ୍ରଥମ ଦିନ ତୃପ୍ତି ବିତାଇଲା ଅବହେଳିତ ଆଦିବାସୀଙ୍କ ସହ

mahabharatanews

ବଲାଙ୍ଗୀରରେ କୃଷକ ପରିବାରର ଆତ୍ମହତ୍ୟା ଉଦ୍ୟମ, ୨ ମୃତ

mahabharatanews