ଓଡିଶା

ଦିବ୍ୟାଙ୍ଗ ନାବାଳିକାଙ୍କୁ ଦୁଷ୍କର୍ମ

(ମହାଭାରତ, ମାଲକାନଗିରି): ମାଲକାନଗିରି ଜିଲ୍ଲା ବଣ୍ଡାଘାଟି ଅଞ୍ଚଳରେ ଜଣେ ଦିବ୍ୟାଙ୍ଗ ନାବାଳିକାଙ୍କୁ ଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି । ଏହି ଘଟଣାରେ ପୋଲିସ ଜୟପୁରର ଜଣେ ଯୁବକ ଧନୁର୍ଜୟ ନାୟକଙ୍କୁ ଗିରଫ କରିଛି । ନାବାଳିକା ଜଣକ ଘରେ ଏକୁଟିଆ ଥିବା ସୁଯୋଗରେ ଯୁବକ ଜଣକ ତାଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ନାବାଳିକାଙ୍କ ପରିବାର ଲୋକେ ଘରେ ପହଞ୍ଚି ଏ ବିଷୟରେ ଜାଣିବା ପରେ ଥାନାରେ ଅଭିଯୋଗ କରିଥିଲେ । ମୁଦୁଲିପଡା ପୋଲିସ ଘଟଣାର ତଦନ୍ତ ଆରମ୍ଭ କରି ଅଭିଯୁକ୍ତକୁ ଗିରଫ କରିଛି ।

Related posts

ପୁଣି ସମ୍ବଲପୁର ଜିଲ୍ଲା ଦୌରାଜଜ୍ କୋର୍ଟକୁ ମିଳିଛି ବୋମା ଧମକ

mahabharatanews

ଆଠଗଡ଼ ଗଡ଼ଜାତର ପ୍ରସିଦ୍ଧ ପଞ୍ଚୁ ଦୋଳ ଯାତ୍ରା ଅନୁଷ୍ଠିତ

mahabharatanews

ଆସନ୍ତାକାଲି ଯାଏଁ ଗୃହ ମୁଲତବୀ 

mahabharatanews