ଓଡିଶା

ପୂର୍ବତନ ମନ୍ତ୍ରୀ ଜଗନ୍ନାଥ ରାଉତଙ୍କ ଦେହାନ୍ତ

(ଭୁବନେଶ୍ୱର): ଆଜି ପୂର୍ବତନ ମନ୍ତ୍ରୀ ଜଗନ୍ନାଥ ରାଉତଙ୍କ ଦେହାନ୍ତ ଘଟିଛି । ଶ୍ରୀ ରାଉତ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଚିକିତ୍ସିତ ହେଉଥିଲେ । ତେବେ ଆଜି ହୃଦଘାତରେ ତାଙ୍କର ମୃତ୍ୟୁ ଘଟିଛି । ୭୭ ବର୍ଷ ବୟସରେ ତାଙ୍କର ଦେହାନ୍ତ ଘଟିଛି । ଜଗନ୍ନାଥ ରାଉତ ଧାମନଗର ଆସନରୁ ୩ ଥର କଂଗ୍ରେସ ବିଧାୟକ ଥିଲେ। ଜଗନ୍ନାଥ ରାଉତଙ୍କ ମୃତ୍ୟୁକୁ ନେଇ ପରିବାର ଓ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ଭଦ୍ରକ ଧୁଷୁରୀର ନରସିଂହପୁର ଗାଁରେ ଜନ୍ମ ହୋଇଥିଲେ ।

Related posts

ଟଙ୍କା ଲୁଟ ପାଇଁ ଏଟିଏମ ଭାଙ୍ଗିଲେ ଦୁର୍ବୃତ୍ତ

mahabharatanews

ବିଶ୍ୱ ମୂର୍ତ୍ତିକା ଦିବସ ପାଳିତ

mahabharatanews

ବିଶ୍ୱ ପ୍ରସିଦ୍ଧ ବାଲିଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି

mahabharatanews