ଓଡିଶା

ଉତ୍କଳ ଗୌରବ ମଧୁବାବୁଙ୍କ ତିରୋଧାନ ଦିବସ ପାଳିତ

କେନ୍ଦ୍ରାପଡା: ଉତ୍କଳ ଗୈାରବ ମଧୁସୁଦନ ଦାସଙ୍କ ୮୭ତମ ତିରୋଧାନ ଦିବସ ଅବସରରେ କେନ୍ଦ୍ରାପଡା କୋର୍ଟ ପରିସରରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ଆଇନଜୀବୀମାନେ ସାମୂହିକ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ଓକିଲ ସଞ୍ଜୟ କୁମାର ଜେନା, ଗୋବର୍ଦ୍ଧନ ରାଉତ, ବ୍ରଜସୁନ୍ଦର ରାଉତ, ଅରୁଣ ପ୍ରସାଦ ଦାସ, ଆଶିଷ କୁମାର ସାମଲ, ମାନସରଞ୍ଜନ ଧଳ, ନିରଞ୍ଜନ ବଳ, ଇତିହାସ ଲେଙ୍କା,ନିହାର ମହାପାତ୍ର, ରଞ୍ଜନ ପଣ୍ଡା, ମନୋଜ ସାହୁ, ଗଗନବିହାରୀ ଜେନା ପ୍ରମୁଖ ଯୋଗଦେଇ ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ପ୍ରଦାନକରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।

Related posts

ବିଶ୍ୱର ସର୍ବ ବୃହତ ଟୀକାକରଣ ଅଭିଯାନକୁ ଏକ ବର୍ଷ ପୂର୍ତ୍ତି

mahabharatanews

ଚର୍ଚ୍ଚାରେ ନବୀନଙ୍କୁ ସାଷ୍ଟାଙ୍ଗ ପ୍ରଣିପାତ କରୁଥିବା ଅଭିନେତା ରଣବୀର ସିଂହ

mahabharatanews

ଆରମ୍ଭ ହେଲା ପହଣ୍ଡି,ସିଂହାସନକୁ ବିଜେ କରିବେ ସୁଦର୍ଶନ

mahabharatanews

Leave a Comment