ଓଡିଶା

ସଡକ ଦୁର୍ଘଟଣାରେ ଯୁବକ ମୃତ୍ୟୁ

ରାଇରଙ୍ଗପୁର: ମୟୁରଭଞ୍ଜ ଜିଲ୍ଲାର ବାରିପଦା ଟାଉନ ଥାନା ଅନ୍ତର୍ଗତ ଜାତୀୟ ରାଜପଥର ଦାରଗାଡେଇ ଗୋଲେଇ ନିକଟ ଇସମସାନ ସମ୍ମୁଖରେ ଆଜି ସକାଳୁ ଏକ ହାଇବା ଧକ୍କାରେ ଜଣେ ବାଇକ ଆରୋହୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଯାଇଛି । ମୃତକ ଜଣକ ହେଲେ ବାରିପଦା ସହର ୱାର୍ଡ ଼ନମ୍ବର୨୧ର ବାସିନ୍ଦା ରୋହିତ କୁମାର ବାରିକ । ଘଟଣା ସ୍ଥଳରେ ଟାଉନ ଥାନା ପୋଲିସ ପହଞ୍ଚି ଶବଟିକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲକୁ ପଠାଇବା ସହ ତଦନ୍ତ ଜାରି ରଖିଛି ।

Related posts

ରେଭେନ୍ସା ବିଶ୍ୱବିଦ୍ୟାଳୟକୁ A++ ମାନ୍ୟତା 

mahabharatanews

ଆଜିଠାରୁ ବରଗଡ଼ ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା

mahabharatanews

ରାଜ୍ୟରେ ଅଂଶୁଘାତ ମୃତ୍ୟୁ ସଂଖ୍ୟା ୪କୁ ବୃଦ୍ଧି

mahabharatanews

Leave a Comment