ଓଡିଶା

ମିଳିତ ଜନ ଶୁଣାଣି ଶିବିର

ମହାଭାରତ, ସୋନପୁର: ସୁବର୍ଣ୍ଣପୁର ଜିଲ୍ଳା ସୋନପୁର ବ୍ଲକ ପରିସରରେ ଜିଲ୍ଲା ପ୍ରଶାସନ ପକ୍ଷରୁ ମିଳିତ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଳାପାଳ ମୋନିଷା ବାନାର୍ଜୀ ଏହି ଶିବିରରେ ଉପସ୍ଥିତ ରହି ଲୋକଙ୍କ ବିଭିନ୍ନ ସମସ୍ୟାର ଶୁଣାଣି କରିଥିଲେ । ଏହି ଶିବିରରେ ମୋଟ ୬୨ ଟି କେଶର ଶୁଣାଣି କରିଥିଲେ ଜିଲ୍ଳାପାଳ । ଶିବିରରେ ଜିଲ୍ଲାର ସମସ୍ତ ବିଭାଗୀୟ ଅଧିକାରୀ ଉପସ୍ଥିତ ରହି ଲୋକଙ୍କ ସମସ୍ୟା ସମ୍ପର୍କରେ ବୁଝିଥିଲେ । ଗରିବଙ୍କ ପାଇଁ ଥିବା ଆବାସ ଯୋଜନାରୁ ବିଭିନ୍ନ କାରଣରୁ ବଂଚିତ ରହିଥିବା ହିତାଧିକାରୀମାନେ ଏହି ଶିବିରରେ ଉପସ୍ଥିତ ରହି ସେମାନଙ୍କ ଅଭିଯୋଗ କରିଥିଲେ ।

Related posts

ମଧ୍ୟରାତ୍ରରେ ଭାତ ଚଟୁରେ ପିଟି ପିଟି କରିଛି ହତ୍ୟା କରି ନୃଶଂସ ସ୍ୱାମୀର ଆତ୍ମସମର୍ପଣ

mahabharatanews

ସଡକ ଦୂର୍ଘଟଣାରେ ମାମୁ ମୃତ, ଭଣଜା ଗୁରୁତର

mahabharatanews

ଗାଁ କୁ ଯାଇପାରିଲାନି ଆମ୍ବୁଲାନ୍ସ ! ରାସ୍ତାରେ ଜନ୍ମ ଦେଲେ ଶିଶୁକୁ

mahabharatanews