ଓଡିଶା

ରାଜ୍ୟରେ ଆଉ ଜଣେ ସୁସ୍ଥ ହୋଇ ଘରକୁ ଫେରିଲେ

ଭୁବନେଶ୍ବର: ରାଜ୍ୟରେ ଆଜି ଆଉ ଜଣେ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହି ବ୍ୟକ୍ତିଙ୍କୁ ମିଶାଇ ରାଜ୍ୟ ମୋଟ୍ ୬୧ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଲେଣି । ବର୍ତ୍ତମାନ ରାଜ୍ୟରେ କରୋନା ସଂକ୍ରମିତ ସଂଖ୍ୟା ୧୮୦କୁ ଛୁଇଁଛି। ଆଜି ଯାଜପୁର, ବାଲେଶ୍ବର ଏବଂ ଗଞ୍ଜାମ ଜିଲ୍ଲାରେ ୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୬୧ ଜଣ ସୁସ୍ଥ ହୋଇଥିବା ବେଳେ ୨ ଜଣଙ୍କ ମୃତ୍ୟୁ ହୋଇଛି ଓ ୧୧୭ ଜଣ ସଂକ୍ରମିତ କୋଭିଡ୍ ଚିକିତ୍ସାଧୀନ ଅଛନ୍ତି।

Related posts

କଂଗ୍ରେସ ଗ୍ରୋଥ୍ କରୁଛି

mahabharatanews

ଆସିକା ବିଜ୍ଞାନ ମହାବିଦ୍ୟାଳୟରେ ଅଧ୍ୟାପକ ଓ କର୍ମଚାରୀଙ୍କ କଳାବ୍ୟାଚ ପରିଧାନ

mahabharatanews

ନିଖୋଜ କନିଷ୍ଠ ଯନ୍ତ୍ରୀଙ୍କ ମୃତଦେହ ଉଦ୍ଧାର

mahabharatanews