ଓଡିଶା

ଭାଇଜାଗ ଗ୍ୟାସ୍ ଟ୍ରାଜେଡ଼ି, ଦୁଃଖ ପ୍ରକାଶ କଲେ ନବୀନ

(ମମତା ସାମଲ ): ବିଶାଖପାଟଣାରେ ବିଷାକ୍ତ ଗ୍ୟାସ୍ ଲିକ୍ ଘଟଣାରେ ଦୁଃଖପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ଅସୁସ୍ଥତା ଦ୍ରୁତ ଆରୋଗ୍ୟ କାମନା କରିବା ସହ ମୃତକଙ୍କ ପରିବାର ବର୍ଗ ପ୍ରତି ଗଭୀର ସମବେଦନା ଜଣାଇଛନ୍ତି ନବୀନ ।ଉଲ୍ଲେଖଯୋଗ୍ୟ ଯେ ଆଜି ଆନ୍ଧ୍ରପ୍ରଦେଶ ବିଶାଖପାଟଣାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା । ସେଠାରେ ବିଷାକ୍ତ ଗ୍ୟାସ ଲିକ ୍ ହୋଇଥିବା ସୂଚନା ରହିଛି । ଏହି ଗ୍ୟାସ ଲିକ୍ ଘଟଣାରେ ମୃତ୍ୟୁ ସଂଖ୍ୟା ୧୦ ଥିବା ବେଳେ ୫୦୦୦ରୁ ଅଧିକ ଲୋକ ଗୁରୁତର ଭାବେ ଆହତ ହୋଇଥିଲେ । ଗ୍ୟାସ ଲିକ୍ ଫଳରେ ଆଖି ପୋଡ଼ିବା ସହ ନିଶ୍ୱାସ ନେବାରେ ଅସୁବିଧା ହୋଇଥିଲା ।

Related posts

ବିଧାୟକଙ୍କ ଆରୋଗ୍ୟ କାମନା କରି ସମୁହ ଦୀପଦାନ

mahabharatanews

ଆସନ୍ତା ୫ଦିନ ଯାଏଁ ପଶ୍ଚିମ ଓଡ଼ିଶାରେ ପ୍ରବଳ ଖରା

mahabharatanews

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୫୯ ଜଣ କରୋନା ପଜିଟିଭ ଚିହ୍ନଟ

mahabharatanews

Leave a Comment