ଓଡିଶା

ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ

(ମମତା ସାମଲ ): ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସୁସ୍ଥ ହୋଇଥିବା ଆକ୍ରାନ୍ତ ଜଣକ ରାଉରକେଲାର । ଏହାସହ ଓଡ଼ିଶାରେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୬୩କୁ ବୃଦ୍ଧି ପାଇଛି ।ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୪୫ ଥିବା ବେଳେ ସେମାନଙ୍କ ମଧ୍ୟରୁ ୬୩ଜଣ ସୁସ୍ଥ ହୋଇଛନ୍ତି ଓ ୨ଜଣଙ୍କର ମୃତ୍ୟୁ ହୋଇଛି । ଏବେ ଓଡ଼ିଶାରେ ୧୮୦ ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସା ହେଉଛନ୍ତି ।

Related posts

ହୋଟେଲରୁ ସେକ୍ସ ରାକେଟ ଠାବ

mahabharatanews

୧୮ ଜିଲ୍ଲାରେ ଝଡ଼ବର୍ଷା ସହ ବଜ୍ରପାତର ସମ୍ଭାବନା, ଓ୍ଵାର୍ଣ୍ଣିଂ ଜାରି

mahabharatanews

ସଟଡାଉନରେ ଚାଲୁରହିବ ବସ୍

mahabharatanews