ଓଡିଶା

ଅଗ୍ନିକାଣ୍ଡରେ ୨୦ ବଖରା ଭସ୍ମିଭୂତ

ଭଦ୍ରକ : ଭଦ୍ରକ ଜିଲ୍ଲାରେ ଗତକାଲି ଏକ ଭୟାବହ ଅଗ୍ନିକାଣ୍ଡ ଘଟି ୨୦ ବଖରାର ଘର ପୋଡି ସମ୍ପୂର୍ଣ୍ଣ ପାଉଁଶ ହୋଇଯାଇଛି । ଗୁଆମାଳ ପଞ୍ଚାୟତ ଅନ୍ତର୍ଗତ ନୂଆଶାସନ ଗାଁ’ରେ ଏହି ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ୫ ପରିବାରର ୨୦ରୁ ଅଧିକ ବଖରା ଘର ପୋଡି ପାଉଁଶ ହୋଇଯାଇଛି। ଖବର ପାଇଁ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ସୂଚନା ମିଳିଛି। ଏପର୍ୟ୍ୟନ୍ତ ଅଗ୍ନିକାଣ୍ଡର କାରଣ ଜଣାପଡିନି।

Related posts

 ଉତ୍ତରପ୍ରଦେଶରେ ପ୍ରବଳ ବର୍ଷା,ଗଲାଣି ୩୪ ଜୀବନ 

mahabharatanews

ବିଦ୍ୟୁତ ଆଘାତରେ ବ୍ୟକ୍ତିଙ୍କ ମୃତ୍ୟୁ

mahabharatanews

ଆନ୍ଧ୍ରରେ ଅଟକିଛନ୍ତି ୪୨ ଛାତ୍ର ଛାତ୍ରୀ

mahabharatanews