ଓଡିଶା

ସୁବର୍ଣ୍ଣପୁର ଜିଳ୍ଲା ବିଜେପି ପକ୍ଷରୁ କରୋନ ଯୋଦ୍ଧାଙ୍କୁ ଖାଦ୍ୟ ସାମଗ୍ରୀ ବଣ୍ଟନ

(ସୋନପୁର/ ଓମପ୍ରକାଶ ମିଶ୍ର): ସୁବର୍ଣ୍ଣପୁର ଜିଲ୍ଲା ବିଜେପି ପକ୍ଷରୁ କରୋନା ଯୋଦ୍ଧା ମାନଙ୍କୁ ବିଭିନ୍ନ ସାମଗ୍ରୀ ପ୍ରଦାନ କରାଯାଇଛି। କରୋନା ଯୁଦ୍ଧରେ ଯୋଦ୍ଧା ସାଜି ସର୍ବଦା ଜନସାଧାରଣ ସେବା କରୁଥିବା ସୁବର୍ଣ୍ଣ ପøର ପରିଷଦର ସଫେଇ କର୍ମଚାରୀ ମାନଙ୍କୁ ଜିଲ୍ଲା ବିଜେପି ତରଫରୁ ବିଭିନ୍ନ ସାମଗ୍ରୀ ବଣ୍ଟନ କରାଯାଇଛି। ଏହି ଉପଲକ୍ଷେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ୟ୍ୟକ୍ରମରେ ବଲାଙ୍ଗୀର ସାଂସଦ ସଙ୍ଗୀତା କୁମାରୀ ସିଂଦେଓ, ଜିଲ୍ଲା ବିଜେପି ସଭାପତି ପ୍ରମୋଦ କୁମାର ମହାପାତ୍ର, ଜିଲ୍ଲା ପରିଷଦ ଅଧ୍ୟକ୍ଷା ଉଷା କୁମାରୀ, ଉପାଧ୍ୟକ୍ଷା ରୁଦ୍ର କିଶୋର ମହଲା, ଅଶୋକ ପୂଜାରୀ ପ୍ରମୁଖ ଯୋଗ ଦେଇ ଏହି ଯୋଦ୍ଧାମାନଙ୍କୁ ସମ୍ମାନିତ କରିଥିଲେ ।

Related posts

 ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା  

mahabharatanews

ସ୍କ୍ରବ୍ ଟାଇଫସ ଆତଙ୍କ; ସଂଖ୍ୟା ୪୩୦କୁ ବୃଦ୍ଧି

mahabharatanews

ପୁଲିସ ମହାନିର୍ଦ୍ଦେଶକଙ୍କ ରାଉରକେଲା ଗସ୍ତ

mahabharatanews