ଓଡିଶା

ରାଜ୍ୟରେ ଆଜି ସଂକ୍ରମିତଙ୍କ ସଂଖ୍ୟା ୧୦୮ ବିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଆଜି ସଂକ୍ରମିତଙ୍କ ସଂଖ୍ୟାରେ ସାମାନ୍ୟ ହ୍ରାସ ହୋଇଛି । ଆଜି ୧୦୮କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୧୬୩ହୋଇଛି। ଆଜି ସଂକ୍ରମିତଙ୍କ ମଧ୍ୟରୁ ୯୫ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରର ହୋଇଥିବ।। ବେଳେ ଅନ୍ୟ ୧୩ ଜଣ ଲୋକାଲ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ କରାଯାଇଛି ।
ଚିହ୍ନଟ ୧୦୮ଙ୍କ ମଧ୍ୟରୁ ମାଲକାନଗିରି ଜିଲ୍ଲାରୁ ୨୧ ଜଣ, କେନ୍ଦ୍ରାପଡା, ପୁରୀ ଜିଲ୍ଲାରୁ ୧୫ ଜଣ, କଟକ, ଜିଲ୍ଲାରୁ ୯ ଜଣ, ଗଞ୍ଜାମ ଜିଲ୍ଲାରୁ ୮ ଜଣ, ଗଜପତି, ଖୋର୍ଦ୍ଧା ଜିଲ୍ଲାରୁ ୭ ଜଣ; କେନ୍ଦୁଝର ଜିଲ୍ଲାରୁ ୫ ଜଣ, ବାଲେଶ୍ବର ଜିଲ୍ଲାରୁ ୪ ଜଣ, ଜଗତସିଂହପୁର, ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ; ଅନୁଗୋଳ, ବଲାଙ୍ଗୀ. ବରଗଡ, କଳାହାଣ୍ଡି ଜିଲ୍ଲାରୁ ଜଣେ ଲେଖାଏଁ; ଅଗ୍ନିଶମ ବିଭାଗର କର୍ମଚାରୀ ୧୬ ଜଣ ରହିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୧୬୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୨୯୫ଟି ଆକ୍ଟିଭ୍‌ କେଶ ରହିଥିବା ବେଳେ ୨୮୫୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୧ ଜଣଙ୍କର ମୃତ୍ୟୁ କରୋନାରେ ହୋଇଥିବା ବେଳେ ୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ମୃତ୍ୟୁ ହୋଇଛି ।

Related posts

ମଧ୍ୟରାତ୍ରରେ ଭାତ ଚଟୁରେ ପିଟି ପିଟି କରିଛି ହତ୍ୟା କରି ନୃଶଂସ ସ୍ୱାମୀର ଆତ୍ମସମର୍ପଣ

mahabharatanews

ମାନସିକ ଦୁର୍ବଳ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ

mahabharatanews

ସର୍ଚ୍ଚ ଅପରେସନ ବେଳେ ବିପୁଳ ମାଓ ସାମଗ୍ରୀ ଜବତ

mahabharatanews