Uncategorized

ଦେଶରେ ଗୋଟିଏ ଦିନରେ କରୋନା ମୃତ୍ୟୁ ୨୦୦୩

ନୂଆଦିଲ୍ଲୀ: ଦେଶରେ ମହାମାରୀ କରୋନା ମୁଣ୍ଡବିନ୍ଧାର କାରଣ ପାଲଟିଲାଣି। ୨୪ ଘଣ୍ଟାରେ ଦେଶରେ ୨୦୦୩ ରୋଗୀ କରୋନାରେ ମୃତ୍ୟୁବରଣ କରିଛନ୍ତି । ଫଳରେ ଦେଶରେ ମୃତ୍ୟୁ ସଂଖ୍ୟା ୧୧ ହଜାର ୯୦୩ ହୋଇଛି । ସେହିପରି ଗୋଟିଏ ଦିନରେ ୧୦ ହଜାର ୯୭୪ ନୂଆ ସଂକ୍ରମିତଙ୍କୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତ ସଂଖ୍ୟା ୩ ଲକ୍ଷ ୫୪ ହଜାର ୬୫କୁ ବୃଦ୍ଧି ପାଇଛି। ବର୍ତ୍ତମାନ ଦେଶରେ ୧ ଲକ୍ଷ ୫୫ ହଜାର ୨୨୭ ରୋଗୀ ସକ୍ରିୟ ଥିବାବେଳେ ୧ ଲକ୍ଷ ୮୬ ହଜାର ୯୩୫ ଜଣ ସୁସ୍ଥ ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Related posts

ଦେଶରେ ଦିନକରେ ୮୩ ହଜାର ୮୦୯ କରୋନା ଆକ୍ରାନ୍ତ ଚିହ୍ନଟ

mahabharatanews

ସିଣ୍ଡୋଲ ଗାଁରେ ରକ୍ତଦାନ ଶିବିର ଅନୁଷ୍ଠିତ

mahabharatanews

ପାଣିପାଗ ବିଭାଗ ମ୍ୟାଲେରିଆର ପୂର୍ବାନୁମାନ କରିବ

mahabharatanews