ଓଡିଶା

ଅଗଷ୍ଟ ୨୧ରୁ +୨ ନାମ ଲେଖା ପାଇଁ ଆବେଦନ ଆରମ୍ଭ

ଭୁବନେଶ୍ୱର: ଆସନ୍ତା ୨୧ ତାରିଖରୁ +୨ ଆଡମିଶନ ପାଇଁ ଅଗଷ୍ଟ ୨୧ରୁ ସେପ୍ଟେମ୍ବର ୪ ତାରିଖ ପର୍ଯ୍ୟନ୍ତ ସମୟ ଧାର୍ଯ୍ୟ କରାଯାଇଥିବା ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି । ଚଳିତ ବର୍ଷ ମହାମାରୀ କରୋନା ପାଇଁ ରାଜ୍ୟ ସରକାର ଆଡମିଶନ ଫିକୁ କମ କରିଛନ୍ତି । ଛାତ୍ରଛାତ୍ରୀ ସାମସ ସେଣ୍ଟର ଜରିଆରେ ଅନଲାଇନରେ ଆବଦନ କରିପାରିବେ । ଚଳିତ ବର୍ଷ ସାଧାରଣ ବର୍ଗ ପିଲାଙ୍କ ପାଇଁ ଆବେଦନ ଫି ୨୦୦ ଟଙ୍କା ରହିଥିବା ବେଳେ ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କ ପାଇଁ ୧୦୦ ଟଙ୍କା ରହିଛି । ସେପ୍ଟେମ୍ବର ୯ରେ ମେରିଟ ଲିଷ୍ଟ ପ୍ରକାଶ ପାଇବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି ।

Related posts

ଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜୁଉ ଦର୍ଶନ 

mahabharatanews

ଏଥର କେବଳ ପାରମ୍ପରିକ ବାଜାରେ ହେବ ମା’ଙ୍କ ଭସାଣି

mahabharatanews

ମୁଖ୍ୟମନ୍ତ୍ରୀଙ୍କ ଧର୍ମକୁ ଆଖିଠାର

mahabharatanews