ଓଡିଶା

ଭଦ୍ରକ ଉପଜିଲ୍ଲାପାଳ କରୋନା ପଜିଟିଭ

(ରିପୋଟର୍ସ ଟୁଡେ,ଭଦ୍ରକ): ଭଦ୍ରକ ଉପଜିଲ୍ଲାପାଳ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ସେପ୍ଟେମ୍ବର ୧୫ ଯାଏ ଅତିରିକ୍ତ ଉପଜିଲ୍ଲାପାଳ ମନୋରମା ଭୂୟାଁ ଉପ-ଜିଲ୍ଲାପାଳ ଦାୟିତ୍ୱରେ ରହିବେ । ଏନେଇ ଭଦ୍ରକ ଜିଲ୍ଲାପାଳ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ପ୍ରକାଶ ଥାଉକି, ଭଦ୍ରକ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୨୫୪୫ରେ ପହଞ୍ଚିଛି । ସେଥିରୁ ୧୭୭୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୭୫୮ ଜଣ କରୋନା ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

Related posts

ଲୋକଙ୍କୁ ଘାରୁଛି କୁମ୍ଭୀର ଭୟ

mahabharatanews

ଝିଅକୁ ମାରି ବାପାର ଆତ୍ମହତ୍ୟା !

mahabharatanews

ବାଣୀକ୍ଷେତ୍ର ଗସ୍ତ କରି ମାଆ ଶାରଳାଙ୍କ ପୀଠ ପରିଦର୍ଶନ କଲେ 5T ସଚିବ

mahabharatanews