ଓଡିଶା

ଆଉ ୩୦୨୫ ନୂଆ ଆକ୍ରାନ୍ତ ଚିହ୍ନଟ: ମୋଟ ସଂଖ୍ୟା ୧୦୬୫୬୧

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୦୨୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧୦୬୫୬୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ରୁ ଜଣାପଡିଛି। ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୧୮୪୪ଜଣ ସଂଗରୋଧ କେନ୍ଦ୍ରରୁ ଥିବା ବେଳେ ୧୧୮୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୬୫୬୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୮୭୧୯ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ୭୭୨୮୮୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୮୩୯୮୫୪ଟି ସାମ୍ପୁଲ ଟେଷ୍ଟ୍ ହୋଇଛି।

Related posts

ସମାଜର ସୁରକ୍ଷା ନେଇ ବାଲୁକାକଳା ମାଧ୍ୟମରେ ବାର୍ତା

mahabharatanews

ସୀମାନ୍ତ ମୋଟୁ ଠାରେ କରୋନା ଯୋଦ୍ଧାଙ୍କୁ ସମ୍ମାନିତ

mahabharatanews

କଣିହାଁ ସାଇ ନର୍ସଂହୋମରେ ଡିଜିଟାଲ ଏକସ୍ରେ ମେସିନ

mahabharatanews