ଓଡିଶା

ପୂର୍ବତନ ସାଂସଦ ନରେନ୍ଦ୍ର ସ୍ୱାଇଁଙ୍କ ପରଲୋକ

ଭୁବନେଶ୍ୱର: ପରଲୋକରେ ନରେନ୍ଦ୍ର ସ୍ୱାଇଁ । ବିଜେଡ଼ିର ବରିଷ୍ଠ ନେତା ତଥା ପୂର୍ବତନ ରାଜ୍ୟସଭା ସାଂସଦ ନରେନ୍ଦ୍ର ସ୍ୱାଇଁଙ୍କ ପରଲୋକ । ୮୨ ବର୍ଷ ବୟସରେ ସ୍ୱାଇଁଙ୍କର ଦେହାନ୍ତି ହୋଇଛି । ସ୍ୱାଇଁଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ଗଭୀର ଶୋକପ୍ରକାଶ କରିଛନ୍ତି । ବିଜେଡିର ଏହି ବରିଷ୍ଠ ନେତା ୨୦୧୫ ମସିହା ଡିସେମ୍ବର ୭ ତାରିଖରୁ ୨ ଏପ୍ରିଲ୍‌ ୨୦୨୦ ପର୍ୟ୍ୟନ୍ତ ରାଜ୍ୟସଭାର ସାଂସଦ ରୂପେ ନିର୍ବାଚିତ ହୋଇଥିଲା ।

Related posts

ସ୍କୁଲରେ କୋରୋନା ଭୟ

mahabharatanews

ଗନ୍ଧମାର୍ଦ୍ଦନ କୁନେଇ ବିରୋଧୀ ଦଳ ଉପନେତାଙ୍କ ପ୍ରଶ୍ନ ; ଉତ୍ତର ରଖିଲେ ଉପମୁଖ୍ୟମନ୍ତ୍ରୀ

mahabharatanews

କରୋନା ଆକ୍ରାନ୍ତଙ୍କ ପରିଚୟ ସାର୍ବଜନୀନ ନ କରିବାକୁ ହାଇକୋର୍ଟଙ୍କ କଡା ନିର୍ଦ୍ଦେଶ

mahabharatanews