Uncategorized

ଦେଶରେ ଦିନକରେ ୭୫ ହଜାର ୮୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

(ନୂଆଦିଲ୍ଲୀ): ଦେଶରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଭାରତରେ ଗତ ୨୪ ଘଣ୍ଟାରେ ୭୫ ହଜାର ୦୮୩ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୫ ଲକ୍ଷ ୬୨ ହଜାର ୬୬୩ରେ ପହଞ୍ଚିଛି। ସେହିପରି ଗୋଟିଏ ଦିନରେ ୧,୦୫୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏଥିସହ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୮ ହଜାର ୯୩୫ କୁ ବୃଦ୍ଧି ପାଇଛି। ଦେଶରେ ଏବେ ୯ ଲକ୍ଷ ୭୫ ହଜାର ୮୬୧ ଜଣ ସକ୍ରିୟ ରୋଗୀ ଥିବାବେଳେ ୪୪ ଲକ୍ଷ ୯୭ ହଜାର ୮୬୭ଜଣ ସୁସ୍ଥ ହୋଇଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Related posts

କୋରୋନା ମୃତ୍ୟୁସଂଖ୍ୟା ୧୬୦୦ରେ ପହଞ୍ଚିଲା, କ୍ଷୁଦ୍ୟ, ଅଣୁ ଉଦ୍ୟୋଗ କର କମାଗଲା

mahabharatanews

ସିଦ୍ଧାର୍ଥଙ୍କ ସଂସ୍କାରରେ ଶେହନାଜ

mahabharatanews

ମୋଦି ମହିଳା ସଶକ୍ତିକରଣ ପାଇଁ ବହୁ ମହିଳା କେନ୍ଦ୍ରିକ ଯୋଜନା କରିଛନ୍ତି: ଅର୍ଥମନ୍ତ୍ରୀ

mahabharatanews