ଓଡିଶା

ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୨୮୫୪ ସଂକ୍ରମିତ ରାଜ୍ୟରୁ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୮୫୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୪୯୬୯୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୧୬୫୯ଜଣ କ୍ବାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୧୧୯୫ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୪୯୬୯୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୮୨୪୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୨୦୩୮୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୭୧୦୫୯୨ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

 

Related posts

ଅକ୍ଟୋବରରେ ପଡିବନି ଶୀତ

mahabharatanews

ବହୁଳ ପ୍ରଚାର ପ୍ରସାର ଓ କ୍ୱିଣ୍ଟାଲ ପିଛା ୩୧୦୦ ଟଙ୍କା ପରେ ବି କମିଛି ପଞ୍ଜିକରଣ ସଂଖ୍ୟା

mahabharatanews

ସଂଗରୋଧ କେନ୍ଦ୍ରରେ ପରିଦର୍ଶନ କଲେ କଣିହାଁ ବିଡିଓ

mahabharatanews