ଓଡିଶା

ରାଜ୍ୟରେ ଆଉ ୧୫ ଜଣଙ୍କ କରୋନାରେ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ କରୋନାରେ ଆଉ ୧୫ ଜଣଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ୧୦୦୬ରେ ପହଞ୍ଚିଛି । ୧୫ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୫ ଜଣ, କଟକ ଜିଲ୍ଲାରୁ ୨ ଜଣ, ବାଲେଶ୍ବର, ବଲାଙ୍ଗୀର, ଗଞ୍ଜାମ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଏବଂ ସୁନ୍ଦରଗଡ଼ ଜିଲାରୁ ଜଣେ ଲେଖାଏଁ ରହିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

Related posts

ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣକୁ ନେଇ ଗୋଷ୍ଠି ବିବାଦ

mahabharatanews

ପ୍ରବଳ ରୁ ଅତି ପ୍ରବଳ ବର୍ଷା ସମ୍ଭାବନା :ମତ୍ସ୍ୟଜିବୀଙ୍କୁ ସମୁଦ୍ର ମନା  

mahabharatanews

୪ରୁ ଏକ ଲଘୁଚାପ ,ବଢିବ ବର୍ଷା 

mahabharatanews