ଓଡିଶା

ରାଜ୍ୟରେ କରୋନାଜନିତ ମୃତ୍ୟୁ ୧୦୫୭କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ହ୍ରାସ ପାଉଛି । କିନ୍ତୁ କରୋନା ଜନିତ ମୃତ୍ୟୁ ଲହରୀ ଜାରି ରହିଛି । ଦୈନିକ ୧୭ -୧୮ ଲୋକଙ୍କ ଜୀବନ ନେଉଛି କରୋନା ମହାମାରୀ । ଗତ ୨୪ ଘଣ୍ଟା ମଧ୍ୟରେ ୧୭ ଜଣ କରୋନାରେ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୦୫୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ରାଜ୍ୟରେ ମୋଟି କରୋନାଜନିତ ମୃତ୍ୟୁ ୧୦୫୭ ଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ମୃତ୍ୟୁ ହୋଇଛି ।

Related posts

ପ୍ରବଳ ବର୍ଷା; ବିପଦ ସଙ୍କେତ ଉପରେ ବୈତରଣୀ ନଦୀ 

mahabharatanews

ଆସନ୍ତା କାଲି ପ୍ରକାଶ ପାଇବ +୨କଳା ଏବଂ ଧନ୍ଦାମୂଳକ ରେଜଲ୍ଟ

mahabharatanews

ଛଟ୍ ପୂଜା ପାଇଁ ଆଉ ଏକ ସ୍ୱତନ୍ତ୍ର ବ୍ୟବସ୍ଥା

mahabharatanews