ଓଡିଶା

ଗତ ୨୪ ଘଣ୍ଟା ମଧ୍ୟରେ ୧୭ ଜଣ ମୁଣ୍ଡ ଗଲା

ଭୁବନେଶ୍ୱର: ରାଜ୍ୟରେ କରୋନା ମହାମାରୀର ମୃତ୍ୟୁ ତାଣ୍ଡବ ଏବେ ମଧ୍ୟ ଜାରି ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ଏହି ମହାମାରୀ ଭୂତାଣୁ ଆଉ ୧୭ ଜଣଙ୍କ ମୁଣ୍ଡ ନେଇଛି। ଏବେ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୧୨୧ ରେ ପହଞ୍ଚି ଯାଇଛିଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ନୂଆ ୧୭ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୫ ଜଣ, କଟକରୁ ୨ ଜଣ, ଅନୁଗୋଳ, ବାଲେଶ୍ୱର, ଜଗତସିଂହପୁର, କନ୍ଧମାଳ, କେନ୍ଦୁଝର, ମୟୁରଭଞ୍ଜ, ନୟାଗଡ, ପୁରୀ, ସମ୍ବଲପୁର ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

 

Related posts

ମାଛ ପେଟରୁ ବ୍ରାଉନସୁଗାର ଜବତ, ଜଣେ ଗିରଫ

mahabharatanews

୨୮ରେ ମୁଖ୍ୟମନ୍ତ୍ରୀ ଗୃହରେ ଅତିରିକ୍ତ ବଜେଟ ଉପସ୍ଥାପନ କରିବେ

mahabharatanews

ଭଦ୍ରକ ଉପଜିଲ୍ଲାପାଳ କରୋନା ପଜିଟିଭ

mahabharatanews