ଓଡିଶା

ଗତ ୨୪ ଘଣ୍ଟାରେ ୧୬ ଜଣଙ୍କ ଜୀବନ ନେଇଛି ମହାମାରୀ ଭୂତାଣୁ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ କମିଥିଲେ ମଧ୍ୟ ଜରୋନାଜନିତ ମୃତ୍ୟୁ ସଂଖ୍ୟାରେ କୌଣସି ହ୍ରାସ ପରିଲକ୍ଷିତ ହେଉ ନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ମଧ୍ୟ ୧୬ ଜଣଙ୍କ ଜୀବନ ନେଇଛି ମହାମାରୀ ଭୂତାଣୁ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୧୬୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି । ୧୬ ମୃତକଙ୍କ ମଧ୍ୟରୁ ମୟୁରଭଞ୍ଜ ଜିଲ୍ଲାରୁ ୪ ଜଣ, ଖୋର୍ଦ୍ଧା, କଳାହାଣ୍ଡି ଜିଲ୍ଲାରୁ ୩ ଜଣ ଲେଖାଏଁ, ନୂଆପଡା ଜିଲ୍ଲାରୁ ୨ ଜଣ, ଭଦ୍ରକ, କଟକ, ଝାରସୁଗୁଡା ଏବଂ କେନ୍ଦ୍ରାପଡା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

 

Related posts

ସମ୍ପାଦକୀୟ ମାଧ୍ୟମରେ ପିଏ ସାଙ୍ଗମାଙ୍କୁ ମନେ ପକାଇଲେ ମୁଖ୍ୟମନ୍ତ୍ରୀ

mahabharatanews

ଆସିକା ପାଇଁ ଗର୍ବ ଆଣିଲେ ବିକ୍ରମ

mahabharatanews

ରାହାମା ସଟଡାଉନ

mahabharatanews