ଓଡିଶା

 ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ । ଭୁବନେଶ୍ୱର ଜିପିଏଚ୍ ଡିଭିଜନ-୨ର ସହକାରୀ ନିର୍ବାହୀ ଯନ୍ତ୍ରୀ ରବୀନ୍ଦ୍ର ନାଥ ପ୍ରଧାନ ଭିଜିଲାନ୍ସ ଜାଲରେ । ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପ୍ରଧାନଙ୍କ ଘର ସହ ୬ଟି ସ୍ଥାନରେ କରିଛି ଚଢାଉ ।
ଭିଜିଲାନ୍ସ ପ୍ରଧାନଙ୍କ ଭୁବନେଶ୍ୱରର ନୂଆପଲ୍ଲୀ, ନୂଆଗାଁ, ବାଲିଅନ୍ତା, ନହରକଣ୍ଟା, ୟୁନିଟ୍-୩ ଅଫିସ୍ ଚାମ୍ବର ସହ କୁରୁଣ୍ଟି ସ୍ଥିତ ସମ୍ପର୍କୀୟ ଘରେ ଚଢାଉ କରିଛି । ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ଅଧୀନରେ ଥିବା ତାଙ୍କ ପୈତୃକ ଘରେ ମଧ୍ୟ ଭିଜିଲାନ୍ସ ଚଢାଉକରି ତାଙ୍କ ସମ୍ପତ୍ତିର ଆକଳନ କରୁଛି ।

 

Related posts

ର୍ଦୁବୃତ୍ତଙ୍କ ଆକ୍ରମଣ ଦୋକାନୀ ଗୁରୁତର

mahabharatanews

ଲିଙ୍ଗରାଜ ମନ୍ଦିର ଅଞ୍ଚଳରେ ସାନିଟାଇଜେସନ

mahabharatanews

ସରୋଜିନୀ ଏକାଡେମୀର ୩ୟ ବାର୍ଷିକ ଉତ୍ସବ

mahabharatanews